The Ultimate Managed Hosting Platform
ADVERTISEMENT

ପାଟଣା ରେଞ୍ଜରେ ୨୩ ଟିକିଆ ହାତୀ ପଲ, ଚମ୍ପୁଆ ରେଞ୍ଜରେ ଜଣେ ମୃତ

Facebook
Twitter
LinkedIn

କେନ୍ଦୁଝର : ୨୩ ଟିକିଆ ହାତୀ ପଲ ଭାଙ୍ଗିଲେ ସ୍କୁଲ ଘର, ଖାଇଗଲେ ମଧ୍ୟାହ୍ନ ଭୋଜନ ଚାଉଳ । । କେନ୍ଦୁଝର ପାଟଣା ରେଞ୍ଜରେ ୨୩ ଟିକିଆ ହାତୀପଲଙ୍କ ଉପଦ୍ରବ। ସରକାରୀ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମର ଝରକା ଭାଙ୍ଗି ମଧ୍ୟାହ୍ନ ଭୋଜନ ଚାଉଳ ଖାଇଦେଛନ୍ତି । ହାତୀପଲ ରାତିରେ ଗାଁରେ ପଶି ଉପଦ୍ରବ କରୁଥିବାବେଳେ ଦିନବେଳା ଜଙ୍ଗଲକୁ ଚାଲିଯାଇ ଲୁଚି ରହୁଛନ୍ତି । ଗାଁ ନିକଟରେ ହାତୀ ପଲ ରହିଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ଗତିବିଧି ଉପରେ ନଜର ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login