The Ultimate Managed Hosting Platform
ADVERTISEMENT

‘ପାଟନାରୁ ପୁରୀ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ’

Facebook
Twitter
LinkedIn

ଭୁବନେଶ୍ୱର : ପାଟନାରୁ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ । ପାର୍ବଣ ରୁତୁରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି । ପାଟନାରୁ ଅଗଷ୍ଟ ୨୮ରୁ ଡିସେମ୍ବର ୨୫ ପର୍ଯ୍ୟନ୍ତ ପ୍ରତି ଗୁରୁବାର ଚଳାଚଳ କରିବ । ଅଗଷ୍ଟ ୨୯ରୁ ଡିସେମ୍ବର ୨୬ ପର୍ଯ୍ୟନ୍ତ ପ୍ରତି ଶୁକ୍ରବାର ଚଳାଚଳ କରିବ । ସାପ୍ତାହିକ ପୂଜା ସ୍ପେଶାଲ ମୋଟ ୨୧ଟି ଷ୍ଟେସନରେ ରହଣି କରିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login