ପାଟନା : ବିମାନବନ୍ଦରର ପୁରୁଣା ଟର୍ମିନାଲ ବିଲିଡିଂରେ ଚାଲିଥିବା ଭାଙ୍ଗିବା ପ୍ରକ୍ରିୟା ସମୟରେ ଓ୍ଵେଲଡିଂ କାମ ଚାଲୁଥିବା ବେଳେ ସ୍ପାର୍କ ଯୋଗୁଁ ନିଆଁ ଲାଗିଯାଇଥିଲା । ବିହାରର ରାଜଧାନୀ ପାଟନା ସ୍ଥିତ ଜୟପ୍ରକାଶ ନାରାୟଣ ଅନ୍ତର୍ଜାତୀୟ ବିମାନବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ ।ୟାରପୋର୍ଟରେ ଥିବା ଅଗ୍ନିଶମ ଟିମ୍ ତୁରନ୍ତ ନିଆଁକୁ ଆୟତ୍ତ କରିଥିଲେ । ତେବେ ଏହି ଅଗ୍ନିକାଣ୍ଡରେ କୌଣସି ଜୀବନହାନି କିମ୍ବା ବଡ଼ ଧରଣର କ୍ଷୟକ୍ଷତିର ସୂଚନା ମିଳିନାହିଁ। ପାଟନା ବିମାନବନ୍ଦରରେ ନୂଆ ଟର୍ମିନାଲ ନିର୍ମାଣର ଯୋଜନା ଅଧୀନରେ ପୁରୁଣା ଟର୍ମିନାଲ ବିଲିଡିଂକୁ ଭାଙ୍ଗିବା ପାଇଁ କାର୍ୟ୍ୟ ଚାଲିଛି । ଏହି ପ୍ରକ୍ରିୟାରେ ଓ୍ଵେଲଡିଂ କାମ ଚାଲୁଥିବା ସମୟରେ ସ୍ପାର୍କ ସୃଷ୍ଟି ହୋଇ ନିଆଁ ଲାଗିଯାଇଥିଲା ।ଏହି ଅଗ୍ନିକାଣ୍ଡର କାରଣ ଜାଣିବା ପାଇଁ ବିମାନବନ୍ଦର କର୍ତ୍ତୃପକ୍ଷ ତଦନ୍ତ ଆରମ୍ଭ କରିଛନ୍ତି । ବିମାନବନ୍ଦର କର୍ତ୍ତୃପକ୍ଷ ଏହି ଘଟଣାକୁ ଗମ୍ଭୀରତାର ସହ ଗ୍ରହଣ କରିଛନ୍ତି ଏବଂ ଭବିଷ୍ୟତରେ ଏଭଳି ଦୁର୍ଘଟଣା ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।
ପାଟନା ଏୟାରପୋର୍ଟରେ ଲାଗିଲା ନିଆଁ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







