ଭୁବନେଶ୍ୱର : ବିଜେପି ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ବିସ୍ଫୋରକ ବୟାନ । ନବୀନ ପଟ୍ଟନାୟକ ଭୀଷଣ ମିଛ କହୁଛନ୍ତି କହିଲେ ପାଟ୍ଟଶାଣୀ । ପାଣ୍ଡିଆନଙ୍କ କଥାରେ ଭୀଷଣ ମିଛ କହୁଛନ୍ତି ନବୀନ । ଦଳରେ କଣ ଅଛି ଯେ ଦଳ ଗଢିବେ । ମୁଁ ପ୍ରଥମେ ପାଣ୍ଡିଆନଙ୍କୁ ବିରୋଧ କରିଥିଲେ । ବିଜେଡି ଦଳରେ ଏବେବି ଭୀଷଣ ଷଡଯନ୍ତ୍ର ଚାଲିଛି । ମୋ ବିରୋଧରେ ବି ପାଣ୍ଡିଆନ ଷଡଯନ୍ତ୍ର କରିଥିଲେ । ନେତାଙ୍କୁ ତାଗିଦ କରିବାର ଅଧିକାର କାହାର ନାହିଁ । ପାଣ୍ଡିଆନଙ୍କ ଯୋଗୁଁ ଦଳ ହାରିଛି . ବାରମ୍ବାର କହିବାକୁ ଚାହୁଁନି । ପ୍ରଭାତ ତ୍ରୀପାଠୀଙ୍କ ପ୍ରସଙ୍ଗରେ ନବୀନ ପଟ୍ଟନାୟକ କହିବା ଦୁର୍ଭାଗ୍ୟ ଜନକ । ମୁଁ ଚିଲିକାରୁ ଟିକେଟ ଚାହୁଁଥିଲି , ଶେଷ ସମୟରେ ଦେଲେନି । ବିଜେଡିରେ ନେତା ଅଣନିଶ୍ୱାସୀ ହେଇଗଲେଣି ।
ନବୀନ-ପାଣ୍ଡିଆନଙ୍କୁ ନେଇ ପାଟ୍ଟଶାଣୀ କହିଛନ୍ତି ମୁଁ ଯାହା ଦେଖିଛି ତାହା କଣ କହିହେବ । ମହୁ ଫେଣାରେ ମହୁ ଅଛି ବୋଲି କହି ତେରଛା ବାଣ ମାରିଛନ୍ତି ପ୍ରସନ୍ନ । ଏହାସହ କହିଛନ୍ତି, ଚେତାବନୀ କାମ ଦେବ ନାହିଁ । ଅଳ୍ପଦିନ ପରେ ସବୁ ଦେଖିବ । ମୁଁ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେଇଛି । ନଚେତ୍ ପଲିଟିକାଲ ଡେଥ୍ ହୋଇଯାଇଥାଆନ୍ତା ବୋଲି କହିଛନ୍ତି ପ୍ରସନ୍ନ ।
ମୋଟ୍ ଉପରେ ବିଜେଡିରେ ଯେଉଁ ଘଟଣା ଘଟୁଛି ତାହାକୁ ନେଇ ଜୋରଦାର ଚର୍ଚ୍ଚା ହେଉଥିବା ବେଳେ ବିଜେଡି ନେତା ନିଇତି ବିସ୍ଫୋରଣ କରୁଛନ୍ତି । ହେଲେ ପ୍ରସନ୍ନ ପାଟ୍ଟଶାଣୀ ଯେଉଁ ବୟାନ ଦେଇଛନ୍ତି ତାହା ଚର୍ଚ୍ଚାକୁ ଆହୁରି ଖୋରାକ ଯୋଗାଇଛି ।
ପାଟ୍ଟଶାଣୀଙ୍କ ବିସ୍ଫୋରକ ବୟାନ, କହିଲେ ନବୀନ ମିଛ କହୁଛନ୍ତି
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







