The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପାଟ୍ରୋଲିଂ ବେଳେ ବନ କର୍ମଚାରୀଙ୍କୁ ଗୁଳି

Facebook
Twitter
LinkedIn

ବୌଦ୍ଧ: ପାଟ୍ରୋଲିଂ ବେଳେ ବନ କର୍ମଚାରୀଙ୍କ ଦେହରେ ବାଜିଲା ଗୁଳି । ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ କର୍ମଚାରୀ ଆହତ ହୋଇଛନ୍ତି । ୪ ଜଣ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାପଡିଛି । ଜଣଙ୍କର ଗୁଳି ହାତରେ ବାଜିଥିବା ବେଳେ, ଅନ୍ୟ ଜଣଙ୍କର ପିଠିରେ ସାମାନ୍ୟ ଆଘାତ ଲାଗିଛି । ଆହତ ମାନେ ହେଲେ ହେଲେ ସରଣ୍ଡା ଗ୍ରାମର ନୀଳମଣି ପ୍ରଧାନ ଓ ବଡ଼ବାଗବର ଗ୍ରାମର ନବ ସାହୁ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ବୌଦ୍ଧ ଜିଲ୍ଲା ବଘିଆପଡା ସେକ୍ସନ ବନବିଭାଗ ପକ୍ଷରୁ ଗତକାଲି ରାତିରେ ପାଟ୍ରୋଲିଂ କରାଯାଇଥିଲା । ବଘିଆପଡା ଠାରୁ କିଛି ବାଟ ଯାଉଥିବା ବେଳେ ଖାଲିଆପାଲି ନିକଟରେ ୪ ଜଣ ଦୁର୍ବୃତ୍ତ ବନ ବିଭାଗ ଗାଡିକୁ ଗୁଳିମାଡ଼ କରିଥିଲେ । ଏଥିରେ ୨ ଜଣ ଓ୍ବାଚର ଆହତ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login