The Ultimate Managed Hosting Platform
ADVERTISEMENT

ପାଣ୍ଡିଆନଙ୍କୁ ଶୁଭେଚ୍ଛା ପାଇଁ ଭିଡ

Facebook
Twitter
LinkedIn

ଭୁବନେଶ୍ୱର : ଭିକେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସରେ ଭିଡ । ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭଇକେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ପାଇଁ ଭିଡ । ନୂଆ ଦାୟିତ୍ୱ ନେବା ପରେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇବାକୁ ଭିଡ । ଶୁଭେଚ୍ଛା ପାଇଁ ବିଭିନ୍ନ ସଂଗଠନ ଓ କର୍ମଚାରୀ ସଂଘଙ୍କ ଭିଡ । ରୁପାନ୍ତରଣ ଓଡିଶା ଆଗେଇ ଚାଲିଥିବାରୁ ଭିକେ ପାଣ୍ଡିଆନଙ୍କ ନୂଆ ନିଯୁକ୍ତିକୁ ନେଇ ଉତ୍ସାହିତ ହୋଇଛନ୍ତି ବିଭିନ୍ନ ସଂଗଠନର କର୍ମକର୍ତ୍ତା ।ଆଗାମୀ ଦିନରେ ଓଡିଶା ବିକାଶକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ସ୍ବପ୍ନ ଦେଖିଛନ୍ତି ତାହାକୁ ସାକାର କରିବାରେ ଲାଗିଛନ୍ତି ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ । ବିଭିନ୍ନ କର୍ମଚାରୀ ସଂଘର କର୍ମକର୍ତ୍ତା ମାନେ ଭେଟିବା ସହ, ଆଗାମୀ ଦିନରେ ସେମାନଙ୍କ ସମସ୍ୟା ପୁରଣ ହେବା ଦିଗରେ ଆଶା ରଖିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login