The Ultimate Managed Hosting Platform
ADVERTISEMENT

ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ

Facebook
Twitter
LinkedIn

ଭୁବନେଶ୍ୱର : ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ । ଉମରକୋଟରେ ଯାଞ୍ଚ କଲେ ମାଜିଷ୍ଟ୍ରେଟ ଓ ପୋଲିସ । ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ଯାଞ୍ଚ । ହେଲିକପ୍ଟର ଯାଞ୍ଚ ନେଇ ଫ୍ଲାଇଁ ସ୍କ୍ୱାର୍ଡ ମୁଖ୍ୟଙ୍କ ପ୍ରତିକ୍ରିୟା । ୨୦-୨୫ ମିନିଟ ହେଲିକପ୍ଟର ଯାଞ୍ଚ ହେଲା କିନ୍ତୁ କିଛି ମିଳିଲାନି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର ମଧ୍ୟ ଯାଞ୍ଚ କରାଯାଇଥିଲା । ତେବେ ନିର୍ବାଚନୀ ପ୍ରଚାର ସମୟରେ ଏପରି ଯାଞ୍ଚ ସ୍ୱାଭାବିକ ବୋଲି କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login