ଭୁବନେଶ୍ୱର : ପାରାଦୀପରେ ହେବ ନୂଆ ଏୟାରପୋର୍ଟ । ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଥିଲେ । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।
ପାରାଦୀପରେ ହେବ ନୂଆ ଏୟାରପୋର୍ଟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











