The Ultimate Managed Hosting Platform
ADVERTISEMENT

ପାରା ପାଇଁ ମରଣାନ୍ତକ ଆକ୍ରମଣ

Facebook
Twitter
LinkedIn

ପୁରୀ : ପାରା ପାଇଁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ବାଲିସାହି ସ୍ଥିତ ବାପୁଜୀ କ୍ଲବ ନିକଟରେ ଅଭାବନୀୟ ଘଟଣା । ପୋଷା ପାରାକୁ ତାଙ୍କ ପଡୋଶୀ ବାଡିରେ ପିଟୁଥିଲେ । ପ୍ରତିବାଦ କରିବାରୁ ବଚସା ପରେ ପଡୋଶୀ ଯୁବକଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ପୋଲିସ ପହଁଚି ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login