The Ultimate Managed Hosting Platform
ADVERTISEMENT

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

Facebook
Twitter
LinkedIn

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ ନିଜେ ଯୁବକ ନିଜ ଗାମୁଛାରେ ଫାଶୀ ଲଗେଇ ଜୀବନ ହାରିଥିବା ସନ୍ଦେହ କରାଯାଉଛିକ୍ଷ ମୃତ ବ୍ୟକ୍ତି ହେଲେ ପୁଅ ରାଜେନ୍ଦ୍ର (୨୪)କ୍ଷ ତେବେ ଘଟଣା ସମ୍ପର୍କରେ ବୈଶିଙ୍ଗା ପୁଲିସକୁ ଖବର ଦେବାପରେ ସବଇନ୍ସପେକ୍ଟର ଦେବାଶିଷ ମଣ୍ଡଳ ଘଟଣାସ୍ଥଳରେ ପହଞ୍ଚିଥିଲେ ଓ ରାଜେନ୍ଦ୍ରର ଝୁଲନ୍ତା ଶବ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛିକ୍ଷ ପରେ ଏନେଇ ୩୫ନଂ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ଡାକ୍ତରଖାନା ପଠେଇଛି ପୁଲିସକ୍ଷ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login