The Ultimate Managed Hosting Platform
ADVERTISEMENT

ପାର୍ବଣ ପାଇଁ ଭୁବନେଶ୍ୱର ଜଗିବେ ୬୧ ପ୍ଲାଟୁନ ଫୋର୍ସ

Facebook
Twitter
LinkedIn

ଭୁବନେଶ୍ୱର : ପାର୍ବଣ ପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା କଡାକଡି । ସାମ୍ବାଦିକ ସମ୍ମିଳନୀରେ ପୋଲିସ କମିଶନରଙ୍କ ସୂଚନା । ଏଥର ଭୁବନେଶ୍ୱରରେ ୬୧ ପ୍ଲାଟୁନ ଫୋର୍ସ ମୁତୟନ । ମୋଟ ୧୯୩ ମଣ୍ଡପ ପାଇଁ ସୁରକ୍ଷା ବ୍ୟବସ୍ଥା ହୋଇଛି । ୨୪ଟି ପେଣ୍ଡାଲରେ ଅଳଙ୍କାର ବ୍ୟବସ୍ଥା ହୋଇଛି । ବିଦ୍ୟୁତ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ । ଭିଡ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଉଛୁ । ଡ୍ରୋନ ସହାୟତାରେ ମଣ୍ଡପ ଉପରେ ତୀକ୍ଷ୍ଣ ନଜର ରହିଛି । ସ୍ମାର୍ଟ କଣ୍ଟ୍ରୋଲ ରୁମ ଜରିଆରେ ପାର୍ବଣ ପରିଚାଳନା ଚାଲିଛି । ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ । ସମସ୍ତଙ୍କ ସହ ଯୋଗ ଲୋଡିଲେ ସିପି ଏସ.ଜେବଦତ୍ତ ସିଂ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login