The Ultimate Managed Hosting Platform
ADVERTISEMENT

ପାୱାର ଚ୍ୟାନେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

Facebook
Twitter
LinkedIn

ସମ୍ବଲପୁର : ଚିପିଲିମା ପାବ୍ୱାର ଚ୍ୟାନେଲରୁ ଯୁବତଙ୍କ ମୃତଦେହ ଉଦ୍ଧାର । ୨ ଦିନ ପୂର୍ବରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ । ମୃତକ ହେଉଛନ୍ତି ବଲାଙ୍ଗିରର ସୈାରଭ ସମ୍ବତ । ସେ ଜୀବନ ହାରିଥିବା ଅନୁମାନ କରାଯାଉଛି । ଭୀମସାରରେ ମା ଚିକିତ୍ସାଧୀନ ଥିବା ବେଳେ ନିଖୋଜ ହୋଇଥିଲେ ସମ୍ବିତ । ମାଙ୍କ ମୋବାଇଲକୁ ଭାବବିହ୍ୱଳ ମେସେଜ ପଠାଇ ନିଖୋଜ ହୋଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login