ବାରିପଦା : ପିଆଜ ବୋଝେଇ ଟ୍ରକରେ ଲାଗିଲା ନିଆଁ । ଏନଏଚ ୪୯ ବାଙ୍ଗିରିପୋଷି ଘାଟିରେ ହୁତୁହୁତୁ ହୋଇ ଜଳିଗଲା । ଟ୍ରକ ଡ୍ରାଇଭରଙ୍କ ପତ୍ତା ମିଳୁନ ଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ନିଆଁ ଲିଭା କାର୍ଯ୍ୟରେ ୨ଟି ଦମକଳ ବାହିନୀ ନିୟୋଜିତ ।
Views: 74

ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...