The Ultimate Managed Hosting Platform
ADVERTISEMENT

ପିକଅପ ଓଲଟି ୧୩ ଗୋରୁ ମୃତ

Facebook
Twitter
LinkedIn

ଦଶପଲ୍ଲା :ଗୋରୁ ବୋଝେଇ ପିକଅପ ଓଲଟି ୧୩ ଗୋରୁ ମୃତ । ଯୋଗୀ ବନ୍ଧ ଛକ ନିକଟରେ ଦୁର୍ଘଟଣା ,ଡ୍ରାଇଭର ଫେରାର । ଆହତ ୧୭ ଗୋରୁଙ୍କୁ ଉଦ୍ଧାର କଲେ ସ୍ଥାନୀୟ ଲୋକେ । ଏକ ବେଆଇନ ଗୋରୁ ବୋଝେଇ ପିକଅପ୍ ଭ୍ୟାନ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ୧୩ଟି ଗୋରୁଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ଟି ଗୋରୁ ଗୁରୁତର ହୋଇଥିଲେ। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଦୁର୍ଘଟଣାର ଶବ୍ଦ ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ଦମକଳ ବାହିନୀକୁ ଖବର ଦେଇଥିଲେ। ଗରୁତର ଗୋରୁଙ୍କୁ ଉଦ୍ଧାର କରାଯାଇଛି। ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login