The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପିକ ଅପ ଭ୍ୟାନ ଓଲଟି ୨ ମୃତ, ୧୦ ଆହତ

Facebook
Twitter
LinkedIn

ଧର୍ମଗଡ : ଓଲଟିଲା ପିକ ଅପ ଭ୍ୟାନ । ୨ ମୃତ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ଢୁଲୁ ଘାଟିରେ ଓଲଟିଲା ପଣସ ବୋଝେଇ ପିକଅପ ଭ୍ୟାନ । ସମସ୍ତ ଆହତ ଜୟପାଟଣା ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଅଗ୍ନିଶମ ବିଭାଗ ଏବଂ ସ୍ଥାନୀୟ ଲୋକେ ଘଟଣା ସ୍ଥଳରୁ ଆହତ ମାନଙ୍କୁ ଉଦ୍ଧାର କରି ଆର. ଉଦୟଗିରି ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତି କରିଥିଲେ । ପୋଲିସ ଘଟଣା ର ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login