ବ୍ରହ୍ମପୁର : ବିକ୍ରମଙ୍କ ବିପକ୍ଷରେ ୨୦୯ ଆଇନଜୀବୀଙ୍କ ପିଟିସନ ଦାଖଲ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୨୦୯ ଓକିଲଙ୍କ ପିଟିସନ ଦାଖଲ । ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ଅଦାଲତନାମା ଦାଖଲ କଲେ ଆଇନଜୀବୀ । ପୂର୍ବରୁ ୪୦ରୁ ଉଦ୍ଧ୍ୱର୍ ଓକିଲ ବିକ୍ରମଙ୍କ ସପକ୍ଷରେ ଅଦାଲତନାମା ଦାଖଲ କରିଥିଲେ । ଗତକାଲି ବିକ୍ରମଙ୍କ ଓକିଲଙ୍କ ପକ୍ଷରୁ ଏକ ପିଟିସନ ଦାଖଲ ହୋଇଥିଲା । ପୀତବାସଙ୍କ ହତ୍ୟାରେ ବିକ୍ରମଙ୍କ ସମ୍ପୃକ୍ତି ନାହିଁ ଦର୍ଶାଇ ପିଟିସନ ଦାଖଲ ହୋଇଥିଲା । ଏହାକୁ ବିରୋଧ କରି ୨୦୯ ଆଇନଜୀବୀଙ୍କ ପିଟିସନ ଦାଖଲ ।
Views: 54











