The Ultimate Managed Hosting Platform
ADVERTISEMENT

ପୁଣି ଅସୁସ୍ଥ ଅମିତାଭ

Facebook
Twitter
LinkedIn

ନୂଆଦିଲ୍ଲୀ : ପୁଣି ଅସୁସ୍ଥ ବିଗ୍ ବି । ହଠାତ ବିଗିଡିଗଲା ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ସ୍ୱାସ୍ଥ୍ୟ । ଏଥିପାଇଁ ଯୋଗୁଁ ତାଙ୍କୁ ସକାଳେ ମୁମ୍ୱାଇର କୋକିଲାବେନ୍ ହସ୍ପିଟାଲେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଅମିତାଭଙ୍କ ଗୋଡରେ ଏଞ୍ଚିଓପ୍ଲାଷ୍ଟି କରାଯାଇଛି । ସାଧାରଣତଃ ଏଞ୍ଚିଓପ୍ଲାଷ୍ଟି ହୃତପିଣ୍ଡରେ ଜମିରହିଥିବା ରକ୍ତକୁ ବିନା ଅସ୍ତ୍ରୋପଚାରରେ ବାହାର କରିବା ପାଇଁ ବ୍ୟବହାର କରାଯାଏ । କିନ୍ତୁ ଏଠାରେ ଅମିତାଭଙ୍କ ଗୋଡେ ଥବା ଜମିରହିଥିବା ରକ୍ତ ବାହାର କରିବା ପାଇଁ ସର୍ଜରୀ କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ନେଇ କୌଣସି ସୂଚନା ମିଳିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login