The Ultimate Managed Hosting Platform
ADVERTISEMENT

ପୁଣି ଆଉ ଏକ ଲଘୁଚାପ, ୧୩ ଯାଏଁ ବର୍ଷିବ

Facebook
Twitter
LinkedIn

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ୧୦ରୁ ବଢିବ ବର୍ଷା । ୧୩-୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ଅଧିକ ପ୍ରଭାବ ଦକ୍ଷିଣ ଓଡ଼ିଶାରେ ପଡିବ। ମାଲକାନଗିରି ଓ କୋରାପୁଟରେ ସବୁଠୁ ଅଧିକ ବର୍ଷା ଆଶଙ୍କା ରହିଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଓଡ଼ିଶା ଉପରେ ମୌସୁମୀ ଟ୍ରଫ୍ ସହିତ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।୧୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login