The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୁଣି ଆଉ ଜଣଙ୍କ ମୁଣ୍ଡ ନେଲା କରୋନା ମୃତକଙ୍କ ସଂଖ୍ୟା ୯୧୦୩ ଛୁଇଁଲା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଆଉ ୩ ଜଣଙ୍କ ମୁଣ୍ଡ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେରେ ୧୦୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ପୁଣି ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୩ କୁ ବୃଦ୍ଧି ପାଇଛି ।ତେବେ ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି ।


ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୨୯୭୩୬୪୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୧୦୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୧୫୦ ଜଣ ସୁସ୍ଥ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି

ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି

ଭୁବନେଶ୍ୱର : ଦାୟିତ୍ବ ଗ୍ରହଣ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ...

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ

ଅନଲାଇନରେ ମହାପ୍ରସାଦ ବିକ୍ରି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଅଗ୍ରାହ୍ୟ

ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ।...

ADVERTISEMENT
ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା , କହିଲେ ଅବହେଳା ଅକ୍ଷମଣୀୟ

“ଆତ୍ମହତ୍ୟା” କଥା ଶୁଣି ତାଗିଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : "ଆତ୍ମହତ୍ୟା" କଥା ଶୁଣି ଅଭିଯୋଗ ପ୍ରକୋଷ୍ଠରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ । ଜଗବନ୍ଧୁ ପଣ୍ଡା ନାମକ ଜଣେ ଅଭିଯୋଗକାରୀଙ୍କ ଠାରୁ ଏପରି ଶୁଣି ତାଗିଦ...

Login