The Ultimate Managed Hosting Platform
ADVERTISEMENT

ପୁଣି ଆଉ ଜଣଙ୍କ ମୁଣ୍ଡ ନେଲା କରୋନା ମୃତକଙ୍କ ସଂଖ୍ୟା ୯୧୧୧ଛୁଇଁଲା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ୩ ଜଣଙ୍କ ମୁଣ୍ଡ ନେଲା କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୧୧କୁ ବୃଦ୍ଧି ପାଇଛି ।ତେବେ ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୬୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୨୯୬୮୬୫୩୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୮୯୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୫୬୫ ଜଣ ସୁସ୍ଥ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

ADVERTISEMENT
ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

Login