The Ultimate Managed Hosting Platform
ADVERTISEMENT

ପୁଣି କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନ ଖାରଜ, ଜାମିନ ଆବେଦନକାରୀଙ୍କ ଉପରେ ଲାଗିଲା ଜରିମାନା

Facebook
Twitter
LinkedIn

ନୂଆଦିଲ୍ଲୀ : ପୁଣି କେଜ୍ରିୱାଲ ହେଲେ ନିରାଶ । ଅନ୍ତରୀଣ ଜାମିନ୍ ଆବେଦନ ଖାରଜ କରିଛନ୍ତି ଦିଲ୍ଲୀ ହାଇକୋର୍ଟ । ଓଲଟି ତାଙ୍କ ପାଇଁ ଜାମିନ ଆବେଦନ କରିଥିବା ଓକିଲଙ୍କ ଉପରେ ଜରିମାନା ଲଗାଇଛନ୍ତି କୋର୍ଟ । ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ ପାଇଁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ଦିଲ୍ଲୀ ହାଇକୋର୍ଟରେ ହୋଇଛି। କୋର୍ଟ କେଜ୍ରିଓ୍ଵାଲଙ୍କ ଜାମିନ ଆବେଦନକୁ ଖାରଜ କରିବା ସହ ଆବେଦନକାରୀ ଓକିଲଙ୍କୁ ୭୫ ହଜାର ଟଙ୍କା ଜରିମାନା କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login