The Ultimate Managed Hosting Platform
ADVERTISEMENT

ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ , ଅଗଷ୍ଟ ୯ରେ ମିଳିବ ସୁଭଦ୍ରା ୩ୟ କିସ୍ତି

Facebook
Twitter
LinkedIn

ଭୁବନେଶ୍ୱର : ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବାଦ ପଡିଥିବା ହିତାଧିକାରୀଙ୍କୁ ଯୋଡିବାକୁ ହେବ ସର୍ଭେ । ୨୧ ବର୍ଷ ହୋଇଥିବା ଯୁବତୀ ବା ମହିଳା କରିପାରିବେ ଆବେଦନ ।
ଅଗଷ୍ଟ ୯ ତାରିଖରେ ପଡ଼ୁଛି ଏଥର ରାଖି ପୂର୍ଣ୍ଣିମା। ଏହି ଦିନ ସୁଭଦ୍ରା କିସ୍ତି ପ୍ରଦାନ କରାଯିବ। ୨ ଲକ୍ଷ ମହିଳାଙ୍କୁ ଏଥିରୁ ବାଦ୍ ଦିଆଯାଇଛି।ପ୍ରଥମ କିସ୍ତି ନେଲା ପରେଆୟକର ରିଟର୍ନ ଦେଇଛନ୍ତି, କିଏ ଗାଡ଼ି କିଣିଛନ୍ତି,ଏବଂ୫ କାହାର ଏକର ଜମିଥିବା କାରଣରୁ ସେମାନଙ୍କୁ ବାଦଦିଆଯାଇଛି । ଅଗଷ୍ଟ ୯ ତାରିଖ ପରେ ସର୍ଭେ ହେବ। ଆଜି ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login