The Ultimate Managed Hosting Platform
ADVERTISEMENT

ପୁଣି ଖୋଲିଲା ରେଙ୍ଗାଲି ଡ୍ୟାମ

Facebook
Twitter
LinkedIn

କଣିହାଁ : ଦ୍ୱିତୀୟ ଥର ପାଇଁ ଖୋଲିଲା ରେଙ୍ଗାଲି ଡ୍ୟାମ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ରେଙ୍ଗାଲି ଡ୍ୟାମ ଖୋଲିଛି । ଉପରମୁଣ୍ଡରେ ବର୍ଷା ଯୋଗୁ ବ୍ରାହ୍ମଣୀ ନଦୀର ଜଳସ୍ତର ବଢୁଛି । ଏନେଇ ଆଜି ଡ୍ୟାମର ଗୋଟିଏ ଗେଟ୍ ଖୋଲାଯାଇଛି । ଏବେ ରେଙ୍ଗାଳି ଜଳଭଣ୍ଡାରର ଜଳସ୍ତର ୧୨୧.୮୭ ମିଟର ରହିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧୯୬୮ ଘନମିଟର ଜଳ ପ୍ରବେଶ କରୁଛି । ନଦୀ ଜଳସ୍ତର ବଢୁଥିବାରୁ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login