The Ultimate Managed Hosting Platform
ADVERTISEMENT

ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା , ହଷ୍ଟେଲ ରୁମରେ ଓଢଣୀରେ ଝୁଲି ପଡିଲେ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ହଷ୍ଟେଲ ରୁମରେ ଓଢଣୀରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣା ପଡ଼ିଛି । ବିଏସସି ଡାଟା ସାଇନ୍ସ ର ଦ୍ଵିତୀୟ ବର୍ଷ ଛାତ୍ରୀ ଅର୍ଚ୍ଚନା ଦାସ ଆତ୍ମହତ୍ୟା କରିଛନ୍ତି । ଚନ୍ଦକା ଥାନା ଗୋଠପାଟଣାରେ ଥିବା ଘରୋଇ ବିଶ୍ବବିଦ୍ୟାଳୟ ଭିତରେ ଘଟିଛି ଘଟଣା । କେନ୍ଦୁଝରରୁ ଆସି ଅର୍ଚ୍ଚନା ଏଠି ପାଠ ପଢ଼ୁଥିଲେ । ଗତକାଲି ପରୀକ୍ଷା ଦେଇ ଆସିବା ପରେ ରୁମ୍ ଭିତରେ ଏଭଳି କରିଥିବା ଜଣା ପଡ଼ିଛି । ତେବେ ହଷ୍ଟେଲ କର୍ତ୍ତୃପକ୍ଷ ବିନା ପୋଲିସ ଉପସ୍ଥିତିରେ ଓ ବିନା ପରିବାର ଲୋକଙ୍କ ଉପସ୍ଥିତିରେ ଅର୍ଚ୍ଚନାକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଘଟଣାକୁ ନେଇ ପରିବାର ଲୋକ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଦାୟିତ୍ବ ହୀନତାକୁ ଦାୟୀ କରିଛନ୍ତି ପରିବାର ଲୋକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login