ଭୁବନେଶ୍ୱର :ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି । । ତିନି ଦିନ ତଳେ ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ସେ ଭୁବନେଶ୍ୱର ଅତିରିକ୍ତ ଦୈାରାଜଜ୍-୩ରେ ହାଜର ହୋଇଥିଲେ । ୨୦୧୬ରେ ବୁର୍ଲା ଥାନା ଅଧିକାରୀଙ୍କୁ ଆକ୍ରମଣ ଓ ଧମକଚମକ ମାମଲାରେ ଗତକାଲି ପୁଣି ଥରେ ତାଙ୍କୁ ଏହି କୋର୍ଟରେ ହାଜର ହେବାକୁ ପଡିଛି । ଏହି ମାମଲାରେ କୋର୍ଟରେ ତାଙ୍କ ବିରୋଧରେ ଚାର୍ଜ ଫ୍ରେମ ହୋଇଥିବା ବେଳେ ବିଚାର ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । କେବଳ ସେତିକି ନୁହେଁ ଏଣଇକି ଏହି ମାମଲାରେ ଶୁଣାଣି ସମୟରେ ପ୍ରତ୍ୟେକ ତାରିଖରେ ବ୍ୟକ୍ତିଗତ ହାଜିରା ଦେବାକୁ ବିଚାରପତି ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଅନୁଯାୟୀ ଗତ କିଛି ଦିନ ପୂର୍ବରୁ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ମାଡ ମାରିଥିଲେ ଯାହାକୁ ନେଇ ଅନେକ ତୁମ୍ବି ତୋଫାନ ହୋଇଥିଲା । ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ଥାନାକୁ ଧସେଇ ପଶିବା ସମୟରେ ମହିଳା ପୋଲିସଙ୍କୁ ଆକ୍ରମଣ କରିଥିଲା । ଯାହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା ।
ପୁଣି ଜୟନାରାୟଣଙ୍କ ବଢିଲା ଅଡୁଆ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







