The Ultimate Managed Hosting Platform
ADVERTISEMENT

ପୁଣି ଥରେ ଭୂକମ୍ପ ଝଟକାରେ ଦୋହଲିଲା ମିଆଁମାର

Facebook
Twitter
LinkedIn

ନୂଆଦିଲ୍ଲୀ : ପୁଣିଥରେ ଭୂକମ୍ପ ଝଟକାରେ ଥରିଲା ମିଆଁମାର । ଶୁକ୍ରବାର ରାତିରେ ମିଆଁମାରର ଅନେକ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ, ଶୁକ୍ରବାର ରାତିରେ ମିଆଁମାରରେ ଦୁଇଟି ଭୂକମ୍ପ ଅନୁଭୂତ ହୋଇଥିଲା । ଶୁକ୍ରବାର ରାତି ୧୧.୦୪ ମିନିଟରେ ପ୍ରଥମ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୬ ମାପ କରାଯାଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିଠାରୁ ୧୦ କିଲୋମିଟର ତଳେ ଥିଲା । ଶୁକ୍ରବାର ରାତି ୧୧.୩୧ ମିନିଟରେ ମିଆଁମାରରେ ଦ୍ୱିତୀୟ ଭୂମିକମ୍ପ ଅନୁଭୂତ ହୋଇଥିଲା । ଏନସିଏସ କହିଛି ଯେ, ଏହି ସମୟରେ ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୭ ମାପ କରାଯାଇଥିଲା । ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଭୂମିଠାରୁ ୩୦ କିଲୋମିଟର ତଳେ ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login