The Ultimate Managed Hosting Platform
ADVERTISEMENT

ପୁଣି ବଢିବ ତାପମାତ୍ରା, ୪ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ

Facebook
Twitter
LinkedIn

ଭୁବନେଶ୍ୱର : ଟାଇଁ ଟାଇଁ ଖରା । ଅସହ୍ୟ ଜନଜୀବନ । ଘରୁ ପଦାକୁ ଗୋଡ କାଢି ହେଉ ନାହିଁ । ଆଗାମୀ ୪ଦିନ ଯାଏଁ ଏପରି ସ୍ଥିତି ଜାରି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆହୁରି ଖରା ବଢିବା ସହିତ ଅସହ୍ୟ ଗରମ ଅନୁଭୂତ ହେବ। ୪ଦିନ ଯାଏ ତାପମାତ୍ରା ୪ରୁ ୫ ଡିଗ୍ରୀ ଯାଏ ବଢିବ।ଖରାର ପିକ ଆଓ୍ବାର ଦିନ ୧୧ରୁ ୩ଟା ଯାଏ ଘରୁ ନ ବାହାରିବାକୁ ଗର୍ଭବତୀ, ବୟସ୍କ ବ୍ୟକ୍ତି, ଛୋଟ ପିଲା, ରୋଗାକ୍ରାନ୍ତ ଲୋକ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ପାଇଁ ଅତ୍ୟଧିକ ପାଣି ଓ ଥଣ୍ଡାଜାତୀୟ ଖାଦ୍ୟ ସେବନ କରିବାକୁ କହିଛି ପାଣିପାଗ କେନ୍ଦ୍ର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login