The Ultimate Managed Hosting Platform
ADVERTISEMENT

ପୁଣି ବଢିଲା ଇଣ୍ଟରନେଟ କଟକଣା , ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

Facebook
Twitter
LinkedIn

ସମ୍ବଲପୁର : ସମ୍ବଲପୁରରେ ପୁଣି ବଢିଲା ଇଣ୍ଟରନେଟ୍ କଟକଣା। ଆଉ ୨୪ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ। ଶାନ୍ତି ବଜାୟ ରଖିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ଆସନ୍ତାକାଲି ସକାଳ ୧୦ଟା ପର୍ୟ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍ ସେବା। ହ୍ଵାଟ୍ସଆପ୍, ଟୁଇଟର୍, ଫେସବୁକ, ଇନଷ୍ଟାଗ୍ରାମ୍ ବନ୍ଦ ରହିବ । ସମସ୍ତ ମୋବାଇଲ୍ ସେବା ପ୍ରଦାନକାରୀଙ୍କ ଇଣ୍ଟରନେଟ୍ ଓ ଡାଟା ସର୍ଭିସ ବନ୍ଦ ରହିବ । ସେହିପରି ବନ୍ଦ ରହିବ ବ୍ରଡବ୍ୟାଣ୍ଡ ଡାଏଲ ଆପ୍ ସିଷ୍ଟମ । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login