The Ultimate Managed Hosting Platform
ADVERTISEMENT

ପୁଣି ବଢୁଛି ସୁବର୍ଣ୍ଣରେଖା

Facebook
Twitter
LinkedIn

ଜଳେଶ୍ୱର : ରାଜଘାଟରେ ପୁଣି ବଢିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର । ବିପଦ ସଂକେତ ୧୦.୩୬ ମିଟର ଥିବା ବେଳେ ଏବେ ପ୍ରବାହିତ ୧୦.୭୦ ମିଟର । ସୁବର୍ଣ୍ଣରେଖା ବନ୍ୟାରେ ବାଲେଶ୍ବର ଜିଲ୍ଲାର ଜଳେଶ୍ବର, ଭୋଗରାଇ ଓ ବାଲିଆପାଳ ବ୍ଲକ୍ ଅଧୀନ ୨୭ ପଞ୍ଚାୟତର ୧୦୪ରୁ ଅଧିକ ଗାଁ ପ୍ରଭାବିତ ହୋଇଛି। ସେହିପରି ବୈତରଣୀରେ ବନ୍ୟା ଯୋଗୁ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକ୍ ଅଧୀନ ୯ ପଞ୍ଚାୟତର ୭୨ରୁ ଅଧିକ ଗାଁ ପ୍ରଭାବିତ ହେବା ସହ ବାହ୍ୟଜଗତରୁ ବିଚ୍ଛିନ୍ନ ରହିଛି। ଆଜି ଉଭୟ ନଦୀର ଜଳସ୍ତର କମିଥିଲେ ବି ଲୋକମାନେ ନାନା ଦୁର୍ଦ୍ଦଶା ମଧ୍ୟରେ ରହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login