The Ultimate Managed Hosting Platform
ADVERTISEMENT

ପୁଣି ବରଗଡରେ ନାବାଳିକାଙ୍କ ଆତ୍ମାହୁତି : ବୁର୍ଲା ରେଫର

Facebook
Twitter
LinkedIn

ବରଗଡ : ଆଉ ଜଣେ ନାବାଳିକାଙ୍କ ଆତ୍ମାହୁତି। ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ନାବାଳିକା । ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ନାବାଳିକା ଠାବ। ବରଗଡ଼ ଗାଏସିଲଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟ। ଗୁରୁତର ଅବସ୍ଥାରେ ଫୁଟବଲ୍ ପଡ଼ିଆରୁ ଛାତ୍ରୀ ଉଦ୍ଧାର।
ଛାତ୍ରୀ ଜଣକ ମାମୁ ଘରେ ରହି ୮ମ ଶ୍ରେଣୀରେ ପାଠ ପଢ଼ୁଥିଲେ । କେମିତି ନାବାଳିକା ଜଳିଗଲେ କାରଣ ଅସ୍ପଷ୍ଟ ରହିଛି। ନିଜେ ଜଳିଯାଇଛନ୍ତି ନା ତାଙ୍କୁ କିଏ ଜାଳିଦେଇଛି ସେନେଇ କାରଣ ଅସ୍ପଷ୍ଟ ରହିଛି। ଗୁରୁତର ଅବସ୍ଥାରେ ନାବାଳିକା ଜଣଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login