The Ultimate Managed Hosting Platform
ADVERTISEMENT

ପୁଣି ବର୍ଷିଲେ ଶ୍ରୀମୟୀ ମିଶ୍ର , କହିଲେ ଗଣତନ୍ତ୍ରର ଅପମାନ

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡିରୁ ନିଲମ୍ବନ ପରେ ପୁଣି ବର୍ଷିଲେ ଶ୍ରୀମୟୀ ମିଶ୍ର । ସୋସିଆଲ ମିଡିଆ ପୋଷ୍ଟରେ ଲେଖିଲେ ଗଣତନ୍ତ୍ରର ଅପମାନ । ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ ଦେଉ । ଭୋଟର ଆଇଡି ଏବଂ ଏପିକ ନମ୍ବର ଆବଶ୍ୟକ କରୁ । ସଭାପତି ଭୋଟ ଦେବାକୁ ହେଲେ ସଦସ୍ୟତା ନମ୍ବର ଥିବା ଉଚିତ । ଯଦି ସଦସ୍ୟଙ୍କ ନମ୍ବର ନାହିଁ ତେବେ ନିର୍ବାଚନ ନିୟମାନୁମୋଦିତ ନୁହେଁ । ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା ନିୟମାନୁମୋଦିତ ନ ଥିଲା । ଯାହାକି ଗଣତନ୍ତ୍ର ପ୍ରତି ଅପମାନ । ଗତ କିଛି ଦିନ ହେଲା ବିଜେଡିକୁ ନେଇ ତେରଚ୍ଛା ବାଣ ମାରି ଆସୁଥିଲେ ଶ୍ରୀମୟୀ । ଏହାପରେ ଗତ ସେପ୍ଟେମ୍ବର ୨୩ ତାରିଖରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଏହାପରେ ଆଜି ପୁଣି ଥରେ ନାଁ ନନେଇ ବିଜେଡିକୁ ଟାର୍ଗେଟ୍ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login