The Ultimate Managed Hosting Platform
ADVERTISEMENT

ପୁଣି ଯୋଡା ଲଘୁଚାପ !

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଯୋଡା ଲଘୁଚାପ ସମ୍ଭାବନା । ପୂର୍ବ ଏବଂ ପଶ୍ଚିମ ଭାଗରେ ଯୋଡା ଲଘୁଚାପ ଆଶଙ୍କା । ଦକ୍ଷିଣ ଭାଗ ଓ ଉତ୍ତର ପୂର୍ବ ଆରବ ସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଆଗାମୀ ୧୨ ଘଣ୍ଟାରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ସେପଟେ ୨ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆଗାମୀ ୨ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ଚେତାବନୀ ଦିଆଯାଇଛି । ଭୁବନେଶ୍ୱର ଏବଂ କଟକ ସହର ପାଇଁ ମଧ୍ୟ ଅରେଞ୍ଜ ସତର୍କତା ଜାରି କରାଯାଇଛି।ତେବେ ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଏବଂ ବଜ୍ରପାତ ହୋଇପାରେ । ବଜ୍ରପାତରୁ ସୁରକ୍ଷିତ ରହିବା ପାଇଁ ଲୋକଙ୍କୁ ପାଣିପାଗ ସ୍ଥିତି ଉପରେ ନଜର ରଖିବାକୁ ଏବଂ ସେହି ଅନୁସାରେ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

ADVERTISEMENT
ପଦ୍ମଶ୍ରୀ ପୁରସ୍କୃତ ସନ୍ଥ କାର୍ତ୍ତିକ ମହାରାଜାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ !

ପଦ୍ମଶ୍ରୀ ପୁରସ୍କୃତ ସନ୍ଥ କାର୍ତ୍ତିକ ମହାରାଜାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ !

କୋଲକତା : ପଶ୍ଚିମବଙ୍ଗର ଜଣେ ମହିଳା ପଦ୍ମଶ୍ରୀ ପୁରସ୍କୃତ ସନ୍ଥ କାର୍ତ୍ତିକ ମହାରାଜଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ । ୨୦୧୩ ମସିହାରେ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ସନ୍ୟାସୀ କାର୍ତ୍ତିକ...

Login