The Ultimate Managed Hosting Platform
ADVERTISEMENT

ପୁଣି ରିମାଣ୍ଡରେ ଯିବେ ହଂସିତା !

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ରିମାଣ୍ଡରେ ଯିବେ ହଂସିତା । କଳା ସାମ୍ରାଜ୍ୟର ଟିକନିକ ତଥ୍ୟ ଜାଣିବା ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିବ କମିଶନରେଟ ପୁଲିସ । ପୂର୍ବରୁ ଉଭୟଙ୍କୁ ରିମାଣ୍ଡରେ ଆଣି ପଚରାଉଚରା ବେଳେ କିଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ ପାଇଥିଲା ପୋଲିସ। ହଂସିତା ନାଁରେ ଜାଲ ପାସପୋର୍ଟ ଓ ଯୁବତୀ ଚାଲାଣ ମାମଲା ରୁଜୁ ହୋଇଛି। ସ୍ପେଶିଆଲ କ୍ରାଇମ ୟୁନିଟ୍ ଏହି ୨ଟି ମାମଲା ରୁଜୁ କରିଛି । ହଂସିତାଙ୍କ ନାଁରେ ଦେହ ବ୍ୟାପାର ଭଳି ସଙ୍ଗୀନ ଅଭିଯୋଗ ରହିଛି। ତେଣୁ ପଚରାଉଚରା ବେଳେ ଆଉ କିଛି ତଥ୍ୟ ହାସଲ କରିବା ଲକ୍ଷ୍ୟରେ ରହିଛି ତଦନ୍ତକାରୀ ଟିମ୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଚର୍ଚ୍ଚିତ ଯାତ୍ରା ଖଳନାୟକ ପୀୟୁଷଙ୍କ ବଡ ଘୋଷଣା ; ଦଶହରାରୁ ଚଢିବେ ମଞ୍ଚ

ଚର୍ଚ୍ଚିତ ଯାତ୍ରା ଖଳନାୟକ ପୀୟୁଷଙ୍କ ବଡ ଘୋଷଣା ; ଦଶହରାରୁ ଚଢିବେ ମଞ୍ଚ

ଭୁବନେଶ୍ୱର : ବଡ ଘୋଷଣା କଲେ ଚର୍ଚ୍ଚିତ ଯାତ୍ରା ଖଳନାୟକ ପୀୟୁଷ ତ୍ରିପାଠୀ । ଆସନ୍ତା ଦଶହରାରେ ପୁଣି ମଞ୍ଚକୁ ଓହ୍ଲାଇବି କହିଲେ । ସିଂହବାହିନୀ ପାଇଁ...

ଲିଭ-ଇନରେ ରହୁଥିବା ପ୍ରେମୀ ଯୁଗଳଙ୍କ ପାଇଁ ରାୟ ଶୁଣାଇଲେ ସୁପ୍ରିମ କୋର୍ଟ

ମୁମ୍ବାଇ ଟ୍ରେନ ବ୍ଲାଷ୍ଟ : ସୁପ୍ରିମକୋର୍ଟଙ୍କ ରହିତାଦେଶ

ମୁମ୍ବାଇ : ୨୦୦୬ ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ରାୟ । ବମ୍ବେ ହାଇକୋର୍ଟଙ୍କ ରାୟ ପରେ ସୁପ୍ରିମକୋର୍ଟଙ୍କ ଅନ୍ତରୀଣ ରହିତାଦେଶ । ବମ୍ବେ...