The Ultimate Managed Hosting Platform
ADVERTISEMENT

ପୁଣି ହାତକୁ ଦି ହାତ ହେବେ ଅନୁଭବ, ଆଜି ଅନୁଭବ-ଜାଗୃତି ନିର୍ବନ୍ଧ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ହାତକୁ ଦି ହାତ ହେବେ ଅନୁଭବ। ଓଲିଉଡ ସୁପରଷ୍ଟାର ତଥା ପୂର୍ବତନ ଲୋକସଭା ସାଂସଦ ତଥା ବିଜେପି ନେତା ଅନୁଭବ ମହାନ୍ତି ଖୁବଶୀଘ୍ର ହାତକୁ ଦୁଇ ହାତ ହେବେ । ଜାଗୃତି ଶୁକ୍ଲାଙ୍କ ହାତ ଧରିବେ ଅନୁଭବ । ଅନୁଭବ ଓ ଜାଗୃତିଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଆଜି ଭୁବନେଶ୍ବରର ଏକ ତାରକା ହୋଟେଲରେ ଉଭୟଙ୍କ ନିର୍ବନ୍ଧ ହେବ ବୋଲି ମଧ୍ୟ କୁହାଯାଉଛି । ୧୧ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହେବେ ଦୁଇ ଲଭ୍ ବାର୍ଡ । ଏ ସମ୍ପର୍କରେ ଅନୁଭବ କିମ୍ବା ଜାଗୃତି ସୋସିଆଲ ମିଡିଆରେ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି । ଦୀର୍ଘ ଦିନ ହେଲା ଯାହା ଚର୍ଚ୍ଚା ହେଉଥିଲା ତାହା ଏବେ ସତ ହେବାକୁ ଯାଉଥିବା କୁହାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login