The Ultimate Managed Hosting Platform
ADVERTISEMENT

ପୁଣେରେ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ

Facebook
Twitter
LinkedIn

ପୁଣେ : ପୁଣେରେ ଏକ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ମହାରାଷ୍ଟ୍ରର ପୁଣେର ଗୋଜୁବାଭି ଗ୍ରାମ ନିକଟରେ ଏକ ଟ୍ରେନିଂ ସମୟରେ ଏହି ଦୁର୍ଘଟଣା ଘଟିଛି । ବୈଷୟିକ ତ୍ରୁଟି ହେତୁ ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ଖବର ମୁତାବକ, ପୁଣେ ଗ୍ରାମର ବାରାମାଟିରେ ସକାଳ ପ୍ରାୟ ୭.୩୦ରେ ଏହି ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଦୁଇ ଜଣ ଟ୍ରେନି ପାଇଲଟ ଆହତ ହୋଇଛନ୍ତି ଏବଂ ଉଭୟଙ୍କୁ ଡାକ୍ତରଖାନା ନିଆଯାଇଛି । ଏହା ଏକ ଘରୋଇ କମ୍ପାନୀର ଟ୍ରେନିଂ ବିମାନ ଥିଲା । ଏହାପୂର୍ବରୁ ଗୁରୁବାର ମଧ୍ୟ ରେଡବର୍ଡ ଫ୍ଲାଇଟ୍ ଟ୍ରେନିଂ ଏକାଡେମୀର ଏକ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login