The Ultimate Managed Hosting Platform
ADVERTISEMENT

ପୁଣେ ରେଳ ଷ୍ଟେସନରେ ଭୟାବହ ଅଗ୍ନିକାଣ୍ଡ

Facebook
Twitter
LinkedIn

ନୂଆଦିଲ୍ଲୀ : ପୁଣେ ରେଳ ଷ୍ଟେସନରେ ଭୟାବହ ଅଗ୍ନିକାଣ୍ଡ । ୱାସିଂ ୟାର୍ଡରେ ଥିବା ବେଳେ ସଂପୂର୍ଣ୍ଣ ଜଳିଗଲା ଗୋଟିଏ କୋଚ । ଅନ୍ୟ ୨ଟି କୋଚ୍ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ରାତି ପ୍ରାୟ ୨ଟାରେ ଟ୍ରେନରେ ଲାଗିଥିଲା ନିଆଁ । କେହି କିଛି ବୁଝିବା ଆଗରୁ କୋଚଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା । ଘଟଣା ଜଣାପଡ଼ିବା ପରେ ତୁରନ୍ତ ଆକ୍ସନ ମୋଡକୁ ଆସିଥିଲେ ରେଳ କର୍ମଚାରୀ । ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁକୁ ଆୟତ କରାଯାଇଥିଲା । ଦୁର୍ଘଟଣାରେ କେହି ମୃତାହତ ହୋଇ ନଥିବା ବେଳେ ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login