The Ultimate Managed Hosting Platform
ADVERTISEMENT

ପୁରୀକୁ ଗଡିବ ‘ଜଗନ୍ନାଥ ଏକ୍ସପ୍ରେସ’, ୧୬ରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୧୬ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍ ସେବାର ଶୁଭାରମ୍ଭ କରିବେ। ଯାହା ପରେ ‘ଶ୍ରୀଜଗନ୍ନାଥ’ ବସରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ୟ୍ୟକ୍ରମ ଦେଖିବାକୁ ପୁରୀ ଆସିବେ ଶ୍ରଦ୍ଧାଳୁ। ୬୦ଟି ‘ଶ୍ରୀଜଗନ୍ନାଥ’ ବସରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିବେ। ଏହି ବସ୍ ସେବା ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଆସନ୍ତା ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ। ଏଥି ପାଇଁ ଚାଲିଛି ଭବ୍ୟ ଆୟୋଜନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିବା ପୂର୍ବରୁ ସରକାରଙ୍କ ପକ୍ଷରୁ କାଳିଆର ଭକ୍ତମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login