The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୁରୀରୁ ଭୁବନେଶ୍ୱର, କଟକ ଓ କୋଲକାତାକୁ ମାଗଣା ବସ୍ ସେବା

Facebook
Twitter
LinkedIn

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । କୋଲକାତାକୁ ମାଗଣା ବସ୍ ସେବା । ଦୁର୍ଘଟଣା ପରେ କୋଲକାତାକୁ ଟ୍ରେନ୍ ଚଳାଚଳ ବନ୍ଦ ରହିଛି । ଏହାକୁ ଦୃଷ୍ଟିରେ ରଖି ପୁରୀ, ଭୁବନେଶ୍ୱର ଓ କଟକରୁ କୋଲକାତାକୁ ମାଗଣା ବସ୍ ସେବା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଆଜିଠାରୁ ମାଗଣା ବସ୍ ସେବା ଯୋଗାଇ ଦେବେ ସରକାର । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଠରୁ ଏହି ଅର୍ଥ ଖର୍ଚ୍ଚ ହେବ ।
ସୂଚନଥାଉ ଯେ, ବାହାନଗା ଟ୍ରେନ ଦୁର୍ଘଟଣା ପରେ ବାଲେଶ୍ୱର ରୁଟରେ ଟ୍ରେନ୍ ଚଳାଚଳ ବନ୍ଦ ରହିଛି । ଏପରି ସ୍ଥିତିରେ ଓଡ଼ିଶାରୁ କୋଲକତା ଯିବା ଆସିବା କରିବାକୁ ଲୋକେ ହଇରାଣ ହେଉଥିବାରୁ ଏପରି ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ପ୍ରତିଦିନ ପାଖପାଖି ୫୦ଟି ବସ୍ ପୁରୀ, ଭୁବନେଶ୍ୱର ଓ କଟକରୁ ଯାତାୟତ କରିବ ବୋଲି ସୂଚନା ଦିଆଯାଇଛି । ଓଡ଼ିଶା ୩ଟି ସହରରୁ କୋଲକାତାକୁ ଆଜିଠାରୁ ମାଗଣା ବସ ସେବା ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login