The Ultimate Managed Hosting Platform
ADVERTISEMENT

ପୁରୀରେ ବାବୁସାନ ଓ ତୃପ୍ତି, ଶ୍ୱେତ ଗଙ୍ଗାରେ ହେବ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ

Facebook
Twitter
LinkedIn

ପୁରୀ : ପୁରୀରେ ବାବୁସାନ ଓ ପତ୍ନୀ ତୃପ୍ତି । ଶ୍ୱେତ ଗଙ୍ଗାରେ ହେବ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ ।ପୁରୀ ଶ୍ୱେତଗଙ୍ଗା ତୀର୍ଥ ପୁଷ୍କରିଣୀରେ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ ଲାଗି ପହଞ୍ଚିଛନ୍ତି ବାବୁସାନ । ଶ୍ରାଦ୍ଧ ପ୍ରଦାନ ସହ ଉତ୍ତମ ମହାନ୍ତିଙ୍କ ଅସ୍ଥିକୁ ବିସର୍ଜନ କରିବେ ପୁଅ ବାବୁସାନ । ସେହିପରି ଭୁବନେଶ୍ବରରେ ଉତ୍ତମଙ୍କ ସୋମବାର ଦିନ ଏକାଦଶାହରେ ଏକ ସ୍ମୃତିସଭାର ଆୟୋଜନ କରାଯାଇଥିଲା । ଏଥିରେ ବହୁ କଳାକାର, ସିନେପ୍ରେମୀ ଯୋଗ ଦେଇ ଉତ୍ତମ ମହାନ୍ତିଙ୍କ ପରିବାରବର୍ଗଙ୍କୁ ସାନ୍ତ୍ବନା ଦେବା ସହିତ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login