ପୁରୀ : ପୁରୀରେ ହବିଷିଆଳିଙ୍କ ପାଇଁ ପ୍ରସ୍ତୁତି ଆରମ୍ଭ । ଏଥର ୨୫ ଶହ ହବିଷିଆଳିଙ୍କ ରହିବା ପାଇଁ ବ୍ୟବସ୍ଥା ହେବ । ୪ଟି ସ୍ଥାନରେ ହେବ ହବିଷିଆଳି କେନ୍ଦ୍ର । ପ୍ରଥମ କରି ଆବେଦନ କରିଥିବା ମାଆ ମାନଙ୍କୁ ପ୍ରାଧାନ୍ୟ ଦିଆଯିବ । ହବିଷିଆଳିଙ୍କ ରହଣି, ପ୍ରସାଦ ସେବନ ଓ ଶ୍ରୀମନ୍ଦିରରେ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସହାୟତା ପାଇଁ ଜିଲ୍ଲା ପ୍ରଶାସନ ଅଧିକାରୀ ଓ ସ୍ବେଚ୍ଛାସେବୀ ନିୟୋଜିତ ହେବେ। ଆସନ୍ତା ସେପ୍ଟେମ୍ବର ୧୯ ତାରିଖରୁ ହବିଷିଆଳିଙ୍କ ପଞ୍ଜୀକରଣ ଆରମ୍ଭ ହେବ। https://edistrict.odisha.gov.inରେ ଆବେଦନ କରିପାରିବେ ।
Views: 69