The Ultimate Managed Hosting Platform
ADVERTISEMENT

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

Facebook
Twitter
LinkedIn

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ ଦୋଷୀ, ସେମାନଙ୍କୁ ଦଣ୍ଡବିଧାନ କରାଯିବ । ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେ ଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ହସ୍ପିଟାଲରେ ପ୍ରାଣ ହରାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login