The Ultimate Managed Hosting Platform
ADVERTISEMENT

ପୁରୀ ଦଳାଚକଟାର ଭିଡିଓ ସେୟାର କରିବାକୁ ଅନୁରୋଧ-ଅନୁ ଗର୍ଗ

Facebook
Twitter
LinkedIn

ପୁରୀ : ରୀ ରଥଯାତ୍ରା ଦଳାଚକଟା ସଂପର୍କିତ ଜନସାଧାରଣଙ୍କ ପାଖରେ ଯାହା ଭିଡିଓ କି ତଥ୍ୟ ଅଛି ତାକୁ ପ୍ରଦାନ କରନ୍ତୁ । ଅନେକ ଲୋକ ଶରଧାବାଲିରେ ଦଳାଚକଟା ସମୟରେ ଭିଡିଓ କରିଥିଲେ। ଯାହାକି ତଦନ୍ତରେ ସହଯୋଗ କରିବ ବୋଲି କହିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛି । କିଛି ଲୋକଙ୍କୁ ପଚରାଉଚରା କରିଛି। ଆଗକୁ ଆହୁରି ବି ଯିବି। ତଦନ୍ତକୁ ନେଇ ଏବେଠୁ କିଛି କହିବା ଅପରିପକ୍ୱ ହେବ ବୋଲି କହିଛନ୍ତି ଉନ୍ନୟନ କମିଶନର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login