The Ultimate Managed Hosting Platform
ADVERTISEMENT

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକିଥିଲେ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ଠାରୁ ପଇଡ କିଣି ପିଇଥିଲେ । କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ଭାବେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login