The Ultimate Managed Hosting Platform
ADVERTISEMENT

ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ପ୍ରଭୁ ଶ୍ରୀରାମଙ୍କ ସୁନ୍ଦର ବାଲୁକା କଳା

Facebook
Twitter
LinkedIn

ପୁରୀ: ଆଜି ପବିତ୍ର ଶ୍ରୀରାମ ନବମୀ । ଏହି ଅବସରରେ ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ପ୍ରଭୁ ଶ୍ରୀରାମଙ୍କ ସୁନ୍ଦର ବାଲୁକା କଳା । ପ୍ରଭୁ ଶ୍ରୀରାମଙ୍କ ସୁନ୍ଦର ବାଲୁକାକଳା ମାଧ୍ୟମରେ ରାମନବମୀର ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଏହି ବାଲୁକା କଳାକୁ ଦେଖିବାକୁ ପର୍ୟ୍ୟଟକଙ୍କ ଭିଡ଼ ଜମିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login