The Ultimate Managed Hosting Platform
ADVERTISEMENT

ପୂଜା ପାଇଁ ଆଗୁଆ ଦରମା , ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶ

Facebook
Twitter
LinkedIn

ଭୁବନେଶ୍ୱର : ପୂଜା ପାଇଁ ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶ । ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବା ପାଇଁ ନିଦେ୍ର୍ଦଶନାମା । ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ୟ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ୟ୍ୟାଳୟ ଛୁଟି ରହିବ । ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login