The Ultimate Managed Hosting Platform
ADVERTISEMENT

ପୂଜା ପେଣ୍ଡାଲକୁ ସତର୍କ ସୂଚନା

Facebook
Twitter
LinkedIn

ଭୁବନେଶ୍ୱର : ପୂଜା ପେଣ୍ଡାଲ ଗୁଡିକୁ ସତର୍କ କଲେ ଆଇଏମଡି ମହାନିଦେ୍ର୍ଦଶକ । ବାତ୍ୟା ପ୍ରଭାବ ଜନିତ ବର୍ଷା ଓ ହାଲୁକା ପବନ ନେଇ ସତର୍କ କଲେ । ଉପକୂଳ ଓଡିଶାର ସମୁଦ୍ରକୂଳରେ ଝଙ୍କାଳିଆ ପବନ ବହିପାରେ । ପାର୍ବଣ ରୁତୁ ଚାଲିଥିବାରୁ ବର୍ଷା ପାଇଁ ଅସୁବିଧା ହୋଇପାରେ । ପୂଜା ମଣ୍ଡପ ଭଲ ତିଆରି ହୋଇ ନ ଥିଲେ କ୍ଷତି ହୋଇପାରେ । ବର୍ଷା ପବନ ଯୋଗୁଁ ଦର୍ଶକ ମାନେ ମଧ୍ୟ ହଇରାଣ ହୋଇପାରନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...

Login