The Ultimate Managed Hosting Platform
ADVERTISEMENT

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ରହିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ହେଉଛନ୍ତି ଦେବେନ୍ଦ୍ର ପ୍ରଧାନ । ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ ।ଦେବେନ୍ଦ୍ର ପ୍ରଧାନ ଦୁଇ ଥରର ସାଂସଦ । ୧୯୮୮ ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର । ଏହାସହ ୨୦୦୧ରୁ ୨୦୦୨ ମଧ୍ୟରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦାୟିତ୍ବରେ ମଧ୍ୟ ରହିଥିଲେ । ଜୁଲାଇ ୧୬ ୧୯୪୧ରେ ଅନୁଗୁଳ ନାଲମ ଠାରେ ଜନ୍ମ ଗ୍ରହଣ କରିଥିଲେ ଦେବେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login