The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୂର୍ବତନ ଡିଏସଡବ୍ଲ୍ୟୁଓଙ୍କ ଘରେ ଭିଜିଲାନ୍ସ

Facebook
Twitter
LinkedIn

ଭଦ୍ରକ : ଭଦ୍ରକର ପୂର୍ବତର ଡିଏସଡବ୍ଲ୍ୟୁଓ ଜୟନ୍ତୀ ବେହେରାଙ୍କ ଘରେ ଭିଜିଲାନ୍ସ । ବାଲେଶ୍ୱର ,ଭଦ୍ରକ , ଭୁବନେଶ୍ୱରର ୧୧ଟ ିସ୍ଥାନରେ ଏକକାଳୀନ ଚଢାଉ । ଏବେ ମହିଳା ଓ ଶିଶୁ କଲ୍ୟାଣ ବିଭାଗକୁ ବଦଳି ହୋଇଛନ୍ତି । ଡିଏସଡବ୍ଲ୍ୟୁଓ ଅର୍ଥାତ ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ ଥିଲେ ଜୟନ୍ତୀ ବେହେରା । ରେଡରେ ଜଣେ ଆଡିସନାଲ୍ ଏସ୍ପି, ୪ ଡିଏସପି ଓ ୮ ଜଣ ଇନିସପେକ୍ଟର ସାମିଲ ଅଛନ୍ତି। ବାଲେଶ୍ୱର ଫିରିଙ୍ଗପାଟଣାରେ ୩ ମହଲା ଘର, ସିଦ୍ଧେଶ୍ୱର କଲୋନୀରେ ଦୁଇ ମହଲା ବିଲ୍ଡିଂ, ଭୁବନେଶ୍ୱରର ଗୌତମ ନଗର ଓ ଓଲଡ ଟାଉନରେ ରହିଛି ଫ୍ଲାଟ୍। ଜୟନ୍ତୀ ବେହେରା ବର୍ତ୍ତମାନ ଭୁବନେଶ୍ୱର ମହିଳା ଓ ଶିଶୁ ବିକାଶ ବିଭାଗରେ କାର୍ୟ୍ୟରତ ଅଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login