The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୋଖରୀରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ

Facebook
Twitter
LinkedIn

ଭୋଗରାଇ : ପୋଖରୀରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ । ପୋଖରୀରେ ପଡି ବୃଦ୍ଧାଙ୍କ ମୃତ୍ୟୁ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲାର ବାଲିଆପାଳ ଥାନା ଅଧୀନ ପ୍ରତାପପୁର ଗ୍ରାମରେ । ମୃତକ ପଞ୍ଚୁରୁଖି ଗ୍ରାମର ପୂର୍ଣ୍ଣଚନ୍ଦ୍ର ମଣ୍ଡଳଙ୍କ ସ୍ତ୍ରୀ ପାର୍ବତୀ ମଣ୍ଡଳ ବୋଲି ଜଣାପଡିଛି ।ସୂଚନା ଅନୁଯାୟୀ, ପାର୍ବତୀ ମଣ୍ଡଳ ପ୍ରତାପପୁର ଗ୍ରାମରେ ନିଜ ଝିଅଙ୍କ ଶାଶୁଘରକୁ ଆଠମାସ ତଳୁ ଆସିଥିଲେ । ହେଲେ ଶନିବାର ବିଳମ୍ବିତ ରାତିରୁ ସେ କେଉଁଆଡେ ନିଖୋଜ ଥିଲେ । ଗ୍ରାମବାସୀ ଓ ପରିବାରଲୋକେ ବହୁ ଖୋଜାଖୋଜି କରିଥିଲେ । କିନ୍ତୁ ପାର୍ବତୀଙ୍କ କୌଣସି ପତ୍ତାମିଳିନଥିଲା ।ତେବେ ଶେଷରେ ଝିଅ ଶାଶୁ ଘର ଠାରୁ ମାତ ୨ ଶହ ମିଟରେ ଦୂରରେ ଥିବା ଏକ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ତାଙ୍କୁ ତୁରନ୍ତ ପୋଖରୀରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ନିଆଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲ ଘୋଷଣା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login