The Ultimate Managed Hosting Platform
ADVERTISEMENT

ପୈାର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା

Facebook
Twitter
LinkedIn

ରାୟଗଡା : ରାୟଗଡା ପୈାରପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା । ପୈାର ଉପାଧ୍ୟକ୍ଷା ଶୁଭ୍ରାରାଣୀ ପଣ୍ଡାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହେଲେ ୨୪ ଜଣରୁ ୧୯ ଜଣ କାଉନସିଲର । ଅନାସ୍ଥା ଆଣିଥିବା ୧୯ ଜଣ କାଉନସିଲର ଏନ.ଭାସ୍କର ରାଓଙ୍କ ଗୋଷ୍ଠୀର ହୋଇଥିବା ସୂଚନା । ଏଠାରେ ସୂଚନାଯୋଗ୍ୟ ଯେ ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ କିଛି ଦିନ ତଳେ ବି ଜେ ଡିରୁ ଇସ୍ତଫା ଦେଇଥିଲେ । ଇସ୍ତଫା ଦେବା ପରେ ଶ୍ରୀ ରାଓଙ୍କ ସମର୍ଥିତ ନିର୍ବାଚିତ ପ୍ରତିନିଧିମାନେ ଏହି ପଦକ୍ଷେପ ନେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login